Masthead

ବିଜେଡି ଛାଡି ବିଜେପିରେ ମିଶିବେ ଅନେକ ବଡ଼ ନେତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ବିଜେପିରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କହିଛନ୍ତି, ଅନେକ ବିଜେଡି ନେତା ବିଜେପିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟ ବିଜେପିର ବଳକା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ତୋମାର କହିଛନ୍ତି। ଏଥର ବିଜୟ ପାଲ ସିଂ ତୋମାର ଡବଲ୍‌ ଇଞ୍ଜିନ୍‌ ସରକାର ଗଠନ ହେବ ବୋଲି କହିଛନ୍ତି ।

ସେପଟେ ତିନି ଦଳର କେତେ ଟିକେଟ୍ ଆହୁରି ଘୋଷଣା ହେବାକୁ ବାକି ରହିଛି । ବିଜେପି ସମସ୍ତ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୧୩୩ ବିଧାନସଭାରେ ନିଜ ଯୋଦ୍ଧାଙ୍କ ନାଁ ଘୋଷଣା ହୋଇଛି । ଏବେ ବି ବିଜେପିର ୧୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି । ସବୁଠୁ ପଛରେ ରହିଛି କଂଗ୍ରେସ । ଏବେ ବି ୨୧ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିନି । ବିଜେଡି ୧୨୬ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ଆହୁରି ୨୧ ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବ ତାକୁ ନେଇ ଜାରି ରହିଛି କଳ୍ପନାଜଳ୍ପନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି