Masthead

ଖଣ୍ଡା ଚୋଟରେ ଗଲା ଦୁଇ ଜୀବନ

ପାରାଦୀପ (ବଡ଼ ଖବର ବ୍ୟୁରୋ): କୁଜଙ୍ଗ ବଳରାମପୁର ନ୍ୟାସନାଲ ସ୍କୁଲ ନିକଟରେ ଦୁଇମହିଳାଙ୍କୁ ହତ୍ୟା। ଅଭିଯୁକ୍ତ ଗିରଫ। ମୃତକ ହେଲେ ସାଗରିକା ମଲ୍ଲ ଓ ସୁନୀତା ଭୋଳ । ଆଜି ସକାଳେ ବଳରାମ ପୁର ନ୍ୟାସନାଲ ସ୍କୁଲ ନିକଟରେ ଚିଣ୍ଟୁ ନାଥ ନାମକ ଜଣେ ଯୁବକ ସେହି ଗ୍ରାମର ଦୁଇଜଣ ମହିଳାକୁ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଅତିନିର୍ମମ ଭାବେ ହତ୍ୟା କରିଛି। ମହିଳାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ପହଞ୍ଚି ଅଭିଯୁକ୍ତକୁ କାବୁକରିଥିଲେ । ପରେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛି । କେଉଁ କାରଣରୁ ହତ୍ୟା କରାଯାଇଛି ତାହ ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି