Masthead

ରାଏବୋଗାରେ ଡବଲ ମର୍ଡର, ଘରେ ପଶି ଦମ୍ପତିଙ୍କୁ ହତ୍ୟା

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ରାଏବୋଗାରେ ଡବଲ ମର୍ଡର । ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା । ସୁନ୍ଦରଗଡ ଜିଲ୍ଲା ରାଏବୋଗା ଥାନା ଅନ୍ତର୍ଗତ କାଦୋବାହାଲ ପଞ୍ଚାୟତସ୍ଥିତ ଭଦ୍ରାଟୋଲି ଅଞ୍ଚଳର ଘଟିଛି ଏଭଳି ଅଭାବନୀୟ ଘଟଣା । ଲୋୟା ପାଡୱାର ଓ ଲୁଦି ପାଡୱାର ସନ୍ଧ୍ୟା ୭ଟା ୩୦ ସମୟରେ ରୋଷେଇ କରୁଥିବା ସମୟରେ କୌଣସି ଏକ ଅଭିଯୁକ୍ତ ଅଜଣା ମାରଣାସ୍ତ୍ରରେ ଆକ୍ରମଣ କରିବା ଫଳରେ ଘଟଣାସ୍ଥଳରେ ବୃଦ୍ଧଦମ୍ପତିଙ୍କ ମୃତ୍ୟୁ ଘଟିଥିବା କେତେକ ସୂତ୍ରରୁ ଜଣାପଡିଛି।

ଏହା ଜଣା ପଡ଼ିବା ପରେ ପାଖ ଅଞ୍ଚଳର ଲୋକେ ରାତ୍ର ପ୍ରାୟ ୯ଟା ସମୟରେ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହ ଘଟଣା ର ତଦନ୍ତ କରିବା ସହ ଘଟଣା ଭିଆଇ ଥିବା ଜଣାପଡ଼ିଛି । ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖି ଥିବା କେତେକ ପ୍ରମୁଖ ସୂତ୍ରରୁ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ