Masthead

ଡ. ଅଜିତ ମହାନ୍ତି ହେଲେ ଆଟମିକ ଏନର୍ଜି କମିଶନ ଅଧ୍ୟକ୍ଷ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଉ ଜଣେ ଓଡ଼ିଆଙ୍କୁ ଗୁରୁ ଦାୟିତ୍ୱ । ଡ. ଅଜିତ ମହାନ୍ତି ହେଲେ ଆଟମିକ ଏନର୍ଜି କମିଶନ ଅଧ୍ୟକ୍ଷ । ଆଟମିକ ଏନର୍ଜି ଡିପାର୍ଟମେଣ୍ଟର ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବେ । ବର୍ତ୍ତମାନ ଭାବା ଆଟମିକ ରିସର୍ଚ ସେଣ୍ଟରର ନିର୍ଦ୍ଦେଶକ ଭାବେ କାମ କରିବେ । କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି କମିଟି ଡକ୍ଟର ମହାନ୍ତିଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି । ୨୦୨୫, ଅକ୍ଟୋବର ୧୦ ଯାଏଁ ଦାୟିତ୍ୱରେ ରହିବେ । ସୂଚନା ଅନୁସାରେ, ଡକ୍ଟର ଅଜିତ କୁମାର ମହାନ୍ତିଙ୍କୁ ୨୦୧୯ ମାର୍ଚ୍ଚ ୧୨ତାରିଖରେ ‘ଭାବା ଆଟଚମିକ୍‌ ରିସର୍ଚ ସେଣ୍ଟର୍‌’ର ୧୩ତମ ନିର୍ଦେଶକ ଭାବେ ନିଯୁକ୍ତ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି