Masthead

ପୁଣି ଚୀନର ଚକ୍ରାନ୍ତ: ଏଲଏସିରେ କ୍ୟାମ୍ପ କରୁଛି ଡ୍ରାଗନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଚୀନର ଷଡଯନ୍ତ୍ର । ଏଲଏସିରେ ଚୀନ ସେନା ପୁଣି ନିର୍ମାଣ କରୁଛି କ୍ୟାମ୍ପ । ଜାତୀୟ ଗଣମାଧ୍ୟମରେ ଏ ନେଇ ଖବର ପ୍ରସାରଣ ପରେ ତତ୍ପରତା ପ୍ରକାଶ ପାଇଛି । ଏଲଏସିରେ ଦୀର୍ଘଦିନ ପରେ ଚୀନର ନିରବତା ପରେ ପୁଣି ଉତ୍ତେଜନା ଦେଖାଦେଇଛି । ପୂର୍ବରୁ ବିଭିନ୍ନ ସମୟରେ ଏଲଏସିରେ ଚୀନ ଜାଣିଶୁଣି ଉତ୍ତେଜନା ପରିସ୍ଥିତି ସୃଷ୍ଟି କରିବାର ନଜର ରହିଛି । ଏଥର ମଧ୍ୟ ସମାନ ଫଣ୍ଡା ଆପଣେଇଛି । ସେପଟେ ଜାତୀୟ ଗଣମାଧ୍ୟମରେ ସୁତ୍ରରୁ ଯାହା ଖବର ଆସୁଛି ଚୀନ ଏଲଏସିରେ ସେନା ମଧ୍ୟ ଠୁଳ କରୁଛି । ଯାହାକୁ ନେଇ ଏବେ ଭାରତ ଏବଂ ଚୀନ ମଧ୍ୟରେ ପୁଣିଥରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ