Masthead

‘ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦିଅ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଡ୍ରେନ୍‌ରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣା । ଘଟଣାସ୍ଥଳ ସମୀକ୍ଷା ପରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ପ୍ରତିକ୍ରିୟା । କହିଛନ୍ତି ବ୍ୟାରିକେଡ୍ କାହିଁକି ହୋଇନି, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ । ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୭ ଦିନ ମଧ୍ୟରେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଆଉ କେତେ ମୁକୁଳା ଡ୍ରେନ୍ ଅଛି, ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

୩ ଦିନ ଭିତରେ ବାକିଥିବା ସବୁ ଡ୍ରେନ୍ କଭର୍ ହେବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ସେ ମୃତ ୧୦ ବର୍ଷିୟ ଆବୁ ବକର ସାହଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ପାଣିରେ ଭାସୁଥିବା ଏକ ବେଲୁନ ଆଣିବାକୁ ଯାଇ ଗତକାଲି ଡ୍ରେନ୍ ପାଣିରେ ଭାସିଯାଇଥିଲା ଆବୁ କବର ସାହ ।ମୁକୁଳା ଡ୍ରେନ୍ ଜଣେ ନାବାଳକର ଜୀବନ ନେବା ପରେ, ଏହାକୁ ନେଇ ରାଜଧାନୀରେ ପ୍ରକାଶ ପାଇଛି ଉଦବେଗ । ପାଣିରେ ଭାସୁଥିବା ଏକ ବେଲୁନ ଆଣିବାକୁ ଯାଇ, ଡ୍ରେନ୍ ପାଣିରେ ଭାସିଯାଇଥିଲା ଅବୋଧ ଶିଶୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା