Masthead

ଜନ୍ମମାଟି ମୟୂରଭଞ୍ଜରେ ମହାମହିମ

ମୟୂରଭଞ୍ଜ  (ବଡ଼ ଖବର ବ୍ୟୁରୋ): ଜନ୍ମମାଟି ମୟୂରଭଞ୍ଜରେ ମହାମହିମ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ମୟୂରଭଞ୍ଜର ବାଦାମ ପାହାଡ ହେଲିପ୍ୟାଡରେ ପହଞ୍ଚିବା ପରେ ଗାଁ ଅଭିମୁଖେ ଯାତ୍ରା କରିବେ ଦ୍ରୌପଦୀ ମୁର୍ମୁ। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ରାଷ୍ଟ୍ରପତିକୁ ସ୍ୱାଗତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା