Masthead

ଡିଆରଡିଓ ତଥ୍ୟ ଲିକ୍ ଘଟଣା, ରହସ୍ୟମୟୀଙ୍କ ରାଜସ୍ଥାନ ଲିଙ୍କ୍

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଚାନ୍ଦିପୁର ଡିଆରଡିଓ ତଥ୍ୟ ଲିକ୍ ଘଟଣାରେ ଆସିଲା ନୂଆ ତଥ୍ୟ । ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ ସାମ୍ନାକୁ ଆସିଲା । ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସ କର୍ମଚାରୀଙ୍କୁ ହନିଟ୍ରାପ । ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଟ୍ରାପ । ଚଳିତ ଅକ୍ଟୋବର ୧୫ରେ ହନିଟ୍ରାପ ଲିଙ୍କ୍ ନେଇ ସିଆଇଡିକୁ ସୂଚନା ।

ଏନେଇ ଓଡ଼ିଶା କ୍ରାଇମବ୍ରାଞ୍ଚ ସହ ଯୋଗାଯୋଗ କଲା ରାଜସ୍ଥାନ ସିଆଇଡ଼ି । ଓଡ଼ିଶାରୁ ଗିରଫ ଅଭିଯୁକ୍ତଙ୍କ ଟଙ୍କା ନେଣଦେଣ ରିପୋର୍ଟ ମଧ୍ୟ ମିଳିଛି । ଜଣେ ଅଭିଯୁକ୍ତଙ୍କ ଆକାଉଣ୍ଟକୁ ଆସିଥିବା ଟଙ୍କାର ତଥ୍ୟ ମିଳିଲା । ଦୁବାଇର ଲୁଲୁ ଇଣ୍ଟରନ୍ୟାସନାଲ ଏଜେନ୍ସିରୁ ୨୪ ହଜାର ଟ୍ରାଞ୍ଜାକ୍ସନ । ବାକି ୧୪ ହଜାର ଟଙ୍କାର ଟ୍ରାଞ୍ଜାକ୍ସନ ନେଇ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା