Masthead

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେଉଥିଲେ ଡିଆରଡିଓ ବୈଜ୍ଞାନିକ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ର ପୁନେରୁ ଡିଆରଡିଓର ବୈଜ୍ଞାନିକ ଗିରଫ । ବୈଜ୍ଞାନିକ ପ୍ରଦୀପ କୁରୁଲକରଙ୍କୁ ଗିରଫ କରିଛି ଆଣ୍ଟି ଟେରରିଷ୍ଟ ସ୍କ୍ୱାଡ୍ । ପ୍ରଦୀପ ହନିଟ୍ରାପରେ ଫଶି ପାକିସ୍ତାନକୁ ଗୁପ୍ତ ସୂଚନା ସବୁ ଦେଉଥିବା ଅଭିଯୋଗ ହୋଇଛି । କୁରୁଲକର ଦେଶର ଅତି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାକିସ୍ତାନର ଗୁଇନ୍ଦା ଏଜେନ୍ସିକୁ ସେୟାର କରୁଥିଲେ ।

ଏହା ଜଣାପଡିବା ପରେ ତାଙ୍କ ନାମରେ ଏକାଧିକ ମାମଲ ଦାୟର କରାଯାଇ ତାଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ କୁରୁଲକର ହ୍ୱାଟ୍ସଆପ ଜରିଆରେ ଡିଆରଡିଓର ସମସ୍ତ ଗୁପ୍ତତଥ୍ୟ ପାକିସ୍ତାନକୁ ପଠାଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ