ଅନନ୍ତ ଶୟନରେ ଫାର୍ମାସିଷ୍ଟ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ମେଡିସିନ ଷ୍ଟୋର ସାମନାରେ ଶୋଇଲେ ନିଶାଶକ୍ତ ଫାର୍ମାସିଷ୍ଟ । ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ ଫାର୍ମାସିଷ୍ଟ ଦାଶରଥୀ ଦାସ ସ୍ଥାନୀୟ ବଜାରରେ ଶୋଇଥିବା ଦେଖିବାକୁ ମିଳିଛି । ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭଣ୍ଡାର ରକ୍ଷକ ଓ ମେଡିସିନ ବିତରଣ କାର୍ଯ୍ୟ କରୁଥିବା ଦାଶରଥୀଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!