Masthead

୧0 ଦଫା ଦାବିରେ ଆନ୍ଦୋଳନ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଅଲ୍ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି । ବାସୁଦେବପୁର ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ଅଖଚକ ବନ୍ଦ କରାଯାଇଛି । ସକାଳୁ ଭଦ୍ରକ ଜିଲ୍ଲା ବାସୁଦେବପୁରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦଳନ କରୁଥିବା ଦେଖିବାକୁ ମିଳିଛି । ଷ୍ଟିଅରିଂ ଛାଡ଼ି ଏବେ ରାଜରାସ୍ତାରେ ବସିଛନ୍ତି ଡ୍ରାଇଭର ।

ନିଜର ଦାବି ପୂରଣ ନହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି । ଦୁର୍ଘଟଣାରେ ଡ୍ରାଇଭର ମୃତୁ୍ୟରେ ୨୦ ଲକ୍ଷ ଟଙ୍କାର ବୀମାରାଶି, ରାଜରାସ୍ତାର ପ୍ରତ୍ୟକ ୧୦୦ କିଲୋମିଟରରେ ବିଶ୍ରାମ ଗୃହ, ଡ୍ରାଇଭର ସୁରକ୍ଷା, ନେଇ ସରକାରଙ୍କ ପାଖରେ ଦାବି ରଖିଛନ୍ତି । ଡ୍ରାଇଭର ମହାସଂଘର ଆନ୍ଦୋଳନରେ ସାଧାରଣ ଜନତା ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ