Masthead

ଜିଦରେ ଅଟଳ ଡ୍ରାଇଭର, ଜାରି ରହିଛି ଅ।ନ୍ଦୋଳନ

ସାହାରପଡା (ବଡ଼ ଖବର ବ୍ୟୁରୋ): ପ୍ରତିଶୃତି ପରେ ବି ଜିଦ୍ ରେ ଅଟଳ ଓଡ଼ିଶା ଡ୍ରାଇଭର ସଂଘ । ଜାରି ରଖିଛନ୍ତି ଅ।ନ୍ଦୋଳନ । କେନ୍ଦୁଝର ଜିଲ୍ଲା ପାଟଣା ଓ ସାହାରପଡା ୨୨୦ ନମ୍ବର ଜାତୀୟ ରାଜପଥ ଉପରେ ଅ।ନ୍ଦୋଳନ କରୁଛନ୍ତି ଡ୍ରାଇଭରମାନେ । ୧୦ ଦଫା ଦାବି ନେଇ ଓଡିଶା ଡ୍ରାଇଭର ସଂଘ ତରଫରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରିରହିଛି। ସାହାରପଡା ମୁଖ୍ୟ ବଜାର ଦେଇ ଯାଇଥିବା ରାଂଚି ବିଜୟୱାଡ଼ା ରାଜପଥରରେ ସାହାରପଡ଼ାର ଡ୍ରାଇଭର ସଂଘ ତରଫରୁ ଆନ୍ଦୋଳନକୁ କଡ଼ାକଡ଼ି କରିଛନ୍ତି । ଗତକାଲି ମୁଖ୍ୟ ଶାସନ ସଚିବ ପ୍ରତିଶ୍ରୁତି ତିନି ମାସ ପରେ ଦାବି ପୂରଣ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ