ଡ୍ରାଇଭର ସଙ୍ଘ ବନାମ ଅଟୋ ସଙ୍ଘ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭର ସଂଘ ଷ୍ଟ୍ରାଇକକୁ ବିରୋଧ କରି ଅଟୋ ସଂଘର ଆନ୍ଦୋଳନ । ଆନ୍ଦୋଳନକୁ ଓହ୍ଲାଇଛନ୍ତି ସ୍ମାର୍ଟସିଟି ଅନଲାଇନ ଅଟୋ ସଂଘ । ରାଜଧାନୀରେ ପାଖାପାଖି ୧୦ ହଜାର ଅଟୋ ରିକ୍ସା ଚାଳକ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଅଟୋରିକ୍ସା ଚାଳକମାନେ ଲୋୟର ପିଏମଜିରେ ଧାରଣା ଦେଇଛନ୍ତି । ସଂଘ କହିଛି, ଷ୍ଟିଅରିଂ ଛାଡ ଆନ୍ଦୋଳନ ବେଳେ ଧର୍ମଘଟ ନାଁରେ ଆନ୍ଦୋଳନକାରୀ ବିଶୃଙ୍ଖଳା କରୁଛନ୍ତି ।

ଅନଲାଇନ୍ କ୍ୟାବ୍ ଓ ଅଟୋ ମହାସଂଘ ଆନ୍ଦୋଳନକୁ ସମର୍ଥନ କରୁନାହାନ୍ତି । କିନ୍ତୁ ଅଟୋରିକ୍ସା ଚାଳକଙ୍କୁ ଆନ୍ଦୋଳନକାରୀମାନେ ଅପମାନିତ କରୁଛନ୍ତି । କିଛି ସ୍ଥାନରେ ଅଟୋ ରିକ୍ସା ଚାଳକମାନେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି । ଏହାର ପ୍ରତିବାଦରେ ମାଷ୍ଟରକ୍ୟାଣ୍ଟିନରୁ ଲୋୟର ପିଏମଜି ଓ ଜନପଥରେ ଅଟୋରିକ୍ସା ରଖି ଆନ୍ଦୋଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’