Masthead

ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭର ଆନ୍ଦୋଳନକୁ ନେଇ ଗୃହରେ ହଟ୍ଟଗୋଳ। କଂଗ୍ରେସ ଓ ବିଜେପି ବିଧାୟକଙ୍କ ହଟ୍ଟଗୋଳ। ଗୃହର ମଧ୍ୟଭାଗକୁ ଆସି ହୋହଲ୍ଲା । ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ କହିଥିଲେ ସରକାର ସେମାନଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ ଆଉ ଗୋଟିଏ ଗ୍ରୁପ କୁ ଉସୁକାଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ଚାହୁଁଛନ୍ତି। ପରିବହନ ସେବା ଠପ୍ ହୋଇପଡିଛି।

ଗୃହରେ ଆଲୋଚନା ହେଲାବେଳେ ଅଫିସର ରହୁନାହାଁନ୍ତି। ଆମେ ବାଧ୍ୟହୋଇ ଗୃହ ମଧ୍ୟଭାଗକୁ ଯାଉଛୁ । କଂଗ୍ରେସ ଓ ବିଜେପି ବିଧାୟକ ମାନେ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଯାହାଦ୍ୱାରା ବାରମ୍ବାର ଗୃହ ମୁଲତବି କରିଥିଲେ ବାଚସ୍ପତି । ଗୃହ ସ୍ୱାଭାବିକ ଚଳାଇବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର