Masthead

ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭର ଆନ୍ଦୋଳନକୁ ନେଇ ଗୃହରେ ହଟ୍ଟଗୋଳ। କଂଗ୍ରେସ ଓ ବିଜେପି ବିଧାୟକଙ୍କ ହଟ୍ଟଗୋଳ। ଗୃହର ମଧ୍ୟଭାଗକୁ ଆସି ହୋହଲ୍ଲା । ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ କହିଥିଲେ ସରକାର ସେମାନଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ ଆଉ ଗୋଟିଏ ଗ୍ରୁପ କୁ ଉସୁକାଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ଚାହୁଁଛନ୍ତି। ପରିବହନ ସେବା ଠପ୍ ହୋଇପଡିଛି।

ଗୃହରେ ଆଲୋଚନା ହେଲାବେଳେ ଅଫିସର ରହୁନାହାଁନ୍ତି। ଆମେ ବାଧ୍ୟହୋଇ ଗୃହ ମଧ୍ୟଭାଗକୁ ଯାଉଛୁ । କଂଗ୍ରେସ ଓ ବିଜେପି ବିଧାୟକ ମାନେ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଯାହାଦ୍ୱାରା ବାରମ୍ବାର ଗୃହ ମୁଲତବି କରିଥିଲେ ବାଚସ୍ପତି । ଗୃହ ସ୍ୱାଭାବିକ ଚଳାଇବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା