Masthead

ଡ୍ରାଇଭର ସଙ୍ଘ ଆନ୍ଦୋଳନ ସ୍ଥଗିତ: ପରିବହନ କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସ୍ଥଗିତ ହେଲା ଡ୍ରାଇଭର ସଂଘ ଆନ୍ଦୋଳନ। ଏନେଇ ସୂଚନା ଦେଇଛନ୍ତି ପରିବହନ କମିଶନର ଅମିତାଭ ଠାକୁର। ଗତ ୩ ଦିନ ଧରି ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିଅରି ଛାଡ଼ ଆନ୍ଦୋଳନ ଚାଲିଥିଲା । ଏପରି ସ୍ଥିତିରେ ଆଜି ପରିବହନ କମିଶନର ଅମିତାଭ ଠାକୁର ଡ୍ରାଇଭର ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି। ଏହି ଆଲୋଚନା ବେଶ୍‌ ଫଳପ୍ରଦ ହେବା ସହ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ପରିବହନ କମିଶନର ସୂଚନା ଦେଇଛନ୍ତି।

ସେପଟେ ପରିବହନ କମିଶନରଙ୍କ ସୂଚନା ପରେ ବି ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ଘୋଷଣାରେ ଦେଖାଦେଇଛି ଟୁଇଷ୍ଟ । ଡ୍ରାଇଭର ମାନେ କହିଛନ୍ତି ଯେ ଆନ୍ଦୋଳନ ସ୍ଥଗିତ କଥା ଆମେ ଜାଣିନୁ । କାହା ସହ କମିଶନର ଆଲୋଚନା କରି ସ୍ଥଗିତ ରଖିଲେ ଜାଣିନୁ । ଆମ ରାଜ୍ୟ ସଭାପତି ଏ ସମ୍ପର୍କରେ ଆମକୁ କିଛି କହିନାହାନ୍ତି । ସଭାପତି ନକହିବା ପର୍ୟ୍ୟନ୍ତ ଆମ ଆନ୍ଦୋଳନ ଚାଲୁ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା