Masthead

ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭର ମହାସଙ୍ଘ ଆନ୍ଦୋଳନ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । କହିଛନ୍ତି ଆଜି ରାତି ସୁଦ୍ଧା ସମସ୍ୟାର ସମାଧାନ ହେବ । ଆଲୋଚନା ପରେ ସମସ୍ୟାର ସମାଧାନ ହେବ । ଡ୍ରାଇଭରମାନଙ୍କ ପ୍ରାୟ ଦାବି ସରକାର ମାନି ନେବେ । ସେ ଆହୁରି ମଧ୍ୟ କହିଛନ୍ତି ରାଜ୍ୟରେ ତେଲର ଅଭାବ କରାଇ ଦେବୁ ନାହିଁ । ବିଚାର ଆଲୋଚନା ଚାଲିଛି । ସଙ୍କଟ ନାହିଁ ପରିସ୍ଥିତି ସାମାନ୍ୟ ହେଲାଣି । ଭୁବନେଶ୍ୱରରେ ପର୍ଯର୍୍ୟାପ୍ତ ପରିମାଣର ତେଲ ଅଛି ।

ପୂରା ରାଜ୍ୟ ଉପରେ ନଜର ରଖିଛୁ । ସବୁ ସହରକୁ ତେଲ ଗାଡ଼ି ପହଞ୍ଚôଲାଣି । ସ୍ଥିତି ନିୟନ୍ତ୍ରଣାଧୀନ, ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ । ତେଲ କଳାବଜାରୀ କରୁଥିଲେ ସାବଧାନ । ସଜାଗ ରହିବାକୁ ଅଧରକାରୀଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ଅନ୍ୟନଟେ ଉକ୍ରଳ ପେଟ୍ରୋଲିୟମ ଡିଲର୍ସ ସଂଘ ସଭାପତିଙ୍କ ସୂଚନା । ଯେଉଁଠି ତେଲ ସରିଛି ସନ୍ଧ୍ୟା ସୁଦ୍ଧା ପହଞ୍ଚାଯିବ । ୨୫୦ ଟ୍ୟାଙ୍କର ବିଭିନ୍ନ ଜିଲ୍ଲାକୁ ପଠାଯାଇଛି । ଦୂରଦୂରାନ୍ତ ଜିଲ୍ଲା ପାଇଁ ୨ରୁ ୩ ଦିନ ଲାଗିବ । ରାସ୍ତାକଡ଼ରୁ ତେଲ କିଣନ୍ତୁ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା