Masthead

ଜୋର୍ଡାନରେ ଆମେରିକୀୟ ସେନା କ୍ୟାମ୍ପକୁ ଟାର୍ଗେଟ୍‌, ୩ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୋର୍ଡାନରେ ଆମେରିକୀୟ ସେନା କ୍ୟାମ୍ପକୁ ଟାର୍ଗେଟ୍‌ । ଡ୍ରୋନ୍ ଆକ୍ରମଣରେ ୩ ମୃତ, ୩୦ରୁ ଅଧିକ ଗୁରୁତର । ସିରିଆ ସୀମା ନିକଟ ଉତ୍ତରପୂର୍ବ ଜୋର୍ଡାନରେ ଆକ୍ରମଣ । ଦୀର୍ଘଦିନ ପରେ ମଧ୍ୟପ୍ରାଚ୍ୟ ଦେଶରେ ଆମେରିକୀୟ ସୈନ୍ୟଙ୍କୁ ହୋଇଛି ଟାର୍ଗେଟ୍ । ଆକ୍ରମଣ ପାଇଁ ଇରାନକୁ ଦାୟୀ କଲା ଆମେରିକା । ଇରାନ୍ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଆକ୍ରମଣ କରିଥିବା କହିଲା । ଘଟଣାକୁ ନିନ୍ଦା ସହ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ କହିଲେ ବାଇଡେନ୍ ଅଶାନ୍ତ ବିଶ୍ୱ !

ରବିବାର ଦିନ ସିରିୟା ସୀମାବର୍ତ୍ତୀ ଉତ୍ତରପୂର୍ବ ଜୋର୍ଡାନରେ ଆମେରିକା ସେନା ଉପରେ ଡ୍ରୋନ ଆଟାକ ହୋଇଛି । ଏହାକୁ ଆତଙ୍କବାଦୀ ଆକ୍ରମଣ କହିଛି ଜୋର୍ଡାନ । ତେବେ ଇସ୍ରାଏଲ- ହମାସ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ପାଇଁ ଆମେରିକା ସେନାଙ୍କ ଜୀବନ ଯାଇଛି । ଏନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ନିଜ ପ୍ରତିକ୍ରିୟା ରଖିଛନ୍ତି । ରବିବାର ବାଇଡେନ କହିଛନ୍ତି, “ଯଦିଓ ଆମେ ଏବେବି ଏହି ଆକ୍ରମଣର ତଦନ୍ତ କରୁଛୁ ତଥାପି ଆମେ ଜାଣିଛୁ ଯେ ଏହି ଆକ୍ରମଣ ଇରାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଯେଉଁମାନେ ସିରିୟା ଓ ଇରାକ ଦ୍ବାରା ପରିଚାଳିତ ସେହିମାନେ ହିଁ କରିଛନ୍ତି । ଆମେରିକା ଏହାର ଜବାବ ସମୟ ଆସିଲେ ନିଜ ଢଙ୍ଗରେ ଦେବ ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି