Masthead

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ । ଶ୍ରୀମନ୍ଦିର ଭିଡିଓ ଭାଇରାଲ । ଯାହାର ଭିଡିଓ ଭାଇରାଲ ହେଉଛି । ନୀଲକମଲ୍ ସାହୁ ନାମକ ଜଣେ ଯୁବକ ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି ଡ୍ରୋନ୍ ଭିଡିଓ ।

ପତାକା ପରିବର୍ତ୍ତନ ସମୟର ଡ୍ରୋନ୍ ଭିଡିଓ ଭାଇରାଲ୍ ଭାଇରଲ ହେଉଛି । ନୋ ଫ୍ଲାଇଁ ଜୋନରେ ପ୍ରାୟତଃ ଉଡୁଛି ଡ୍ରୋନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା