Masthead

ମରୁଡ଼ି ସ୍ଥିତି, ଚିନ୍ତାରେ ଚାଷୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ମୌସୁମୀ ପ୍ରଭାବରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲେ। କିନ୍ତୁ ମୌସୁମୀ ଦେଲା ଧୋକା । ରାଜ୍ୟର ୨୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା । ଏନେଇ ଚିନ୍ତାରେ ଚାଷୀ । ନିଅଣ୍ଟିଆ ବର୍ଷା ଯୋଗୁ ପ୍ରଭାବିତ ହୋଇଛି ଚାଷ କାର୍ଯ୍ୟ । ଏଥିପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସମସ୍ତ ବିଭାଗ ଓ ଜିଲ୍ଲାପାଳମାନଙ୍କ ବୈଠକ ଡକାଇଛନ୍ତି। ବୈଠକରେ ଏସଆରସିବି ଯୋଗ ଦେବେ।

ସ୍ୱଳ୍ପ ବର୍ଷା ଯୋଗୁଁ ଯାଜପୁର, ଭଦ୍ରକ, କେନ୍ଦୁଝର ଓ ବଲାଙ୍ଗୀର ସର୍ବାଧିକ ପ୍ରଭାବିତ ହୋଇଛି। ସେହିପରି ଆହୁରି ୨୦ ଜିଲ୍ଲାରେ ମଧ୍ୟ ଉତ୍କଟ ମରୁଡ଼ି ପରିସ୍ଥିତି ଦେଖାଦେଲାଣି। ଅଗଷ୍ଟ ୩୧ ସୁଦ୍ଧା ପ୍ରତି ବ୍ଲକ ପାଇଁ ସ୍ୱତନ୍ତ୍ର କଣ୍ଟିଜେନ୍ସି ପ୍ଲାନ କରିବାକୁ କୁ କୃଷି ବିଭାଗ ନିର୍ଦ୍ଦେଶ ଦେଇଛି। ପାଣି ଅଭାବ ଯୋଗୁ ବିଲକୁ କିପରି ବିକଳ୍ପ ଉପାୟରେ ପାଣି ମିଳି ପାରିବ, ସେ ଦିଗରେ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?