Masthead

୪୫ କୋଟିର ଡ୍ରଗ୍ସ ଜବତ

ଆସାମ (ବଡ଼ ଖବର ବ୍ୟୁରୋ): ଆସାମର କଚାର ଜିଲ୍ଲାରେ ବଡ଼ ଧରଣର ଅପରେସନ୍‌ରେ ପୁଲିସକୁ ସଫଳତା ମିଳିଛି । ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ । ବଡ଼ ଧରଣର ଅପରେସନ୍‌ରେ ପୋଲିସକୁ ସଫଳତା । କଚାର ଜିଲ୍ଲାରେ ବଡ଼ ଡ୍ରଗ୍ସ ନେକ୍‌ୱାର୍କର ପର୍ଦ୍ଦାଫାସ । ୪ ଜଣ ଡ୍ରଗ୍ସ ମାଫିଆଙ୍କୁ ବାନ୍ଧିଲା ଆସାମ ପୋଲିସ । ବଡ଼ ଡ୍ରଗ୍ସ ନେଟ୍‌ୱାର୍କର ପର୍ଦ୍ଦାଫାସ୍ ହୋଇଛି । ୪ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ଆସାମ ପୁଲିସ ।

ଏ ଗ୍ୟାଙ୍ଗରେ ଆଉ କିଏ କିଏ ସାମିଲ ଅଛନ୍ତି ତାର ଖୋଳତାଡ ଜାରି ରହିଛି । ସୋମବାର ଡ୍ରଗ୍ସ କାରବାର ବିରୋଧରେ ବଡ଼ ଧରଣର ଅପରେସନ୍ ହୋଇଥିଲା । ଦୀର୍ଘ ଘଣ୍ଟାର ସର୍ଚ୍ଚ ପରେ ପୁଲିସକୁ ସଫଳତା ମିଳିଥିଲା । ଲଗାତାର ଦୁଇ ଚଢାଉରେ ୧.୫ ଲକ୍ଷ ଟାବଲେଟ ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୪୫ କୋଟି ଟଙ୍କା ହେବ । ଘଟଣାରେ ୪ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି କଚାର ପୁଲିସ ।

ଏତେ ବଡ଼ ଧଳାଜହର କାରବାର ପଛରେ ଆଉ କିଏ କିଏ ରହିଛନ୍ତି ତାର ଖୋଳତାଡ଼ ଜାରି ରହିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏକ୍ସରେ ଲେଖିଛନ୍ତି ୪୫ କୋଟି ଟଙ୍କାର ଡ୍ରଗ୍ସ ଜବତ ହୋଇଛି । ଦୁଇ ସଫଳ ଡ୍ରଗ୍ସ କାରବାର ବିରୋଧୀ ଅଭିଯାନରେ କଚାର ପୁଲିସକୁ ସଫଳତା ମିଳିଛି । ଘଟଣାରେ ୪ ଜଣ ଗିରଫ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ