Masthead

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ । ମଦଖାଇ ସ୍ତ୍ରୀକୁ ପିଟି ମାରିଦେଲା ସ୍ୱାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଇବଣିଆ ଥାନା ଗହିରା ବନ୍ଧ ଗ୍ରାମରେ । ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ଘୋରୋଇ କଳହକୁ ନେଇ ସ୍ବାମୀ -ସ୍ତ୍ରୀଙ୍କ ମଧ୍ୟରେ କଳହ ଚାଲିଥିଲା । ସ୍ତ୍ରୀ ମଞ୍ଜୁଲତାଙ୍କୁ ସ୍ୱାମୀ ଦୁର୍ଗା ଠେଙ୍ଗାରେ ପିଟି ପିଟି ମାରିଦେଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ମଦ୍ୟପ ସ୍ୱାମୀକୁ ରଶିରେ ବାନ୍ଧି ଦେଇଥିଲେ ।ଖବର ପାଇ ଘଟଣାସ୍ଥଳରେ ରାଇବଣିଆ ପୋଲିସ ପହଞ୍ଚି ଦୁର୍ଗାକୁ ଗିରଫ କରିବା ସହିତ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି