Masthead

୧୨ଟି ମୋଟର ସାଇକେଲ ଜାଳିଦେଲେ ଦୁୁବୁର୍ତ୍ତ

କାଶୀପୁର(ବଡ଼ ଖବର ବ୍ୟୁରୋ); ଦୁବୁର୍ତ୍ତମାନେ ବିଳମ୍ବିତ ରାତିରେ ୧୨ଟି ମୋଟର ସାଇକେଲ ଜାଳିଦେଇଛନ୍ତି । ଘରର ଆଗପଟୁ କବାଟ କିଳି ଏଭଳି କାଣ୍ଡ କରିଛନ୍ତି । ରାୟଗଡା ଜିଲ୍ଲା ଟିକିରି ଥାନା ଅଧୀନରେ ଟିକିରିରେ ଏହିପରି ଅଭାବନୀୟ ଘଟଣା ଆଜି ଦେଖିବାକୁ ମିଳିଛି ଜ୍ଝଟିକିରି ସ୍ପନ୍ଦନା ଫାଇନାନ୍ସ,ଓ ଫ୍ୟୁଜନ ଫାଇନାନ୍ସ କମ୍ପାନୀର ଅଫିସ ସାମ୍ନାରେ ଥିବା ୧୨ ଗୋଟି ବାଇକକୁ ରାତି ଅଧରେ ଜାଳିଦେଲେ ଦୁର୍ବୁତ୍ତ ।

ଘର ଗେଟ ବାହାର ପଟୁ ବନ୍ଦ କରି ଗାଡି ଗୁଡିକୁ ଜାଳିଦେଲେ ଅଜଣା ଦୁର୍ବୁତ୍ତ । ଫଳରେ କର୍ମଚାରୀମାନେ ଭୟଭୀତ ହୋଇଯାଇଛନ୍ତି । ରାତି ପ୍ରାୟ ୨ଟା ସମୟରେ ଏଭଳି ଘଟଣା ଘଟିଥିଲା । ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଗାଡି ଗୁଡିକ ନିଆଁରେ ଛାରଖାର ହୋଇଯାଇଥିଲା । କିନ୍ତୁ ସୌଭାଗ୍ୟବଶତଃ ଘର ଭିତରେ ଶୋଇଥିବା ସମୟରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୫ ଜଣ ଫାଇନାନ୍ସ କର୍ମଚାରୀ । ବର୍ତ୍ତମାନ କର୍ମଚାରୀ ଭୟଭୀତ ଅବସ୍ଥାରେ ରହିଥିବା ବେଳେ ଟିକିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା