Masthead

ଲଗାଣ ବର୍ଷା ଯୋଗୁଁ ଭାରସାମ୍ୟ ହରାଇ ପୋଖରୀ ଭିତରେ ପଶିଲା କାର୍

ସୋର (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ପୋଖରୀ ଭିତରେ ପଶିଲା କାର୍ । ଲଗାଣ ବର୍ଷା ଯୋଗୁଁ ଭାରସାମ୍ୟ ହରାଇଲା କାର୍ । ପୋଖରୀ ଭିତରେ ପଶିଲା କାର୍, ବର୍ତ୍ତିଲେ ୫ । ବାଲେଶ୍ୱର ସିମୁଳିଆ ଥାନା ମାର୍କୋଣା ବଜାର ସାହିରେ ଘଟିଛି ଅଘଟଣ । କାର୍ କାଚ ଭାଙ୍ଗି ୫ ଜଣଙ୍କୁ ଉଦ୍ଧାର କରାଯାଇଛି । ପ୍ରଥମେ ସିମୁଳିଆ ପରେ ଭଦ୍ରକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି