Masthead

ବଜ୍ରପାତରେ ବାପ ପୁଅ ମୃତ, ଜଳିଗଲା ବାଇକ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବଜ୍ରପାତ ରେ ବାପ ଓ ପୁଅ ମୃତ ଜଳିଗଲା ବାଇକ୍, ଦୁଇ ମୃତକ ହେଲେ ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର ପଞ୍ଚାୟତର ଅଙ୍ଗେସ୍ଵରପଡା ଗ୍ରାମର ରାଜ କିଶୋର କାଣ୍ଡି ଓ ପୁଅ ଆଶୁତୋଷ କାଣ୍ଡି। ବାପା ରାଜକିଶୋର କାଣ୍ଡି ଦିନ ମଜୁରିଆ ଭାବେ କାମ କରନ୍ତି କାମ ସାରି ନିଜ ଘରକୁ ଫେରୁଥିବା ବେଳେ ପ୍ରବଳ ଜୋରରେ ବର୍ଷା ହେବାରୁ ପୁଅକୁ ଫୋନ୍ କରି ଡାକିଥିଲେ ତାଙ୍କୁ ନେବା ପାଇଁ। ପୁଅ ଆଷୁତୋଷ ନିଜର ବାଇକ୍ ନେଇ ବାପାଙ୍କୁ ଆଣିବା ପାଇଁ ଯାଇଥିଲେ ଏବଂ ବାପାଙ୍କୁ ଆଣିକି ଆସିବା ବାଟରେ ସୁନିଦା ଦେବୀ ନଦୀ ବନ୍ଧରେ ଫେରୁଥିବା ବେଳେ ବଜ୍ରପାତରେ ଦୁହିଁଙ୍କର ମୃତ୍ୟୁ ଘଟିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା