Masthead

ଟିକେଟ୍ ଫେରାଇ ନେବାପରେ କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ । ଦୁଲାଲଙ୍କ ଠାରୁ କଂଗ୍ରେସ ଟିକେଟ୍ ଫେରାଇ ନେବା ପରେ ସେ ଦଳରୁ ଇସ୍ତଫା ଦେଇଛନ୍ତି । ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇଛନ୍ତି। ସମ୍ବଲପୁର ଲୋକସଭା ପାଇଁ ପ୍ରଥମେ ଦୁଲାଲ ପ୍ରଧାନଙ୍କୁ ଟିକେଟ୍ ଦେଇଥିଲା କଂଗ୍ରେସ । ହେଲେ ଗତକାଲି କଂଗ୍ରେସ ଜାରି କରିଥିବା ଟିକେଟ୍ ତାଲିକାରେ ଦୁଲାଲଙ୍କ ବଦଳରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି । ନଗେନ୍ଦ୍ର ପ୍ରଧାନ ସମ୍ବଲପୁର କଂଗ୍ରେସ ଲୋକସଭା ପ୍ରାର୍ଥୀ ହେବା ପରେ ଅସନ୍ତୁଷ୍ଟ ହୋଇ ଦଳ ଛାଡିଛନ୍ତି ଦୁଲାଲ ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା