Masthead

ନକଲି ଅବଢା ବିକ୍ରି

ବିଶ୍ୱାସ ସହିତ ଖେଳ

ପୁରୀ(ବଡ଼ ଖବର ବ୍ୟୁରୋ): ଭକ୍ତ ଙ୍କ ବିଶ୍ୱାସ ସହିତ ଖେଳ। ମହାପ୍ରଭୁ ଙ୍କ ଅବଢ଼ା  ନା ରେ ନକଲି ଅବଢ଼ା ବିକ୍ରି ହେଉଥିବା ଅଭିଯୋଗ ହୋଇଛି । ପୁରୀ ପାଇକ ସାହି ରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଅସ୍ଥାୟୀ ଟେଣ୍ଟ ରେ ଅନ୍ନ, ଡ଼ାଲି, ବେସର, ଅନ୍ୟାନ୍ୟ ବ୍ୟଞ୍ଜନ ପ୍ରସ୍ତୁତି କରାଯାଉଅଛି। ଏହାକୁ ଭକ୍ତଙ୍କ ବିକ୍ରି ପାଇଁ ପ୍ରସ୍ତୁତ ହୋଇଥିବା ଅଭିଯୋଗ ହୋଇଛି । ଶ୍ରୀ ମନ୍ଦିର ରେ ମହାପ୍ରଭୁ ଙ୍କ ଅଣସର ଚାଲିଥିବା ବେଳେ ମନ୍ଦିର ରେ ମହାପ୍ରସାଦ ମିଳୁ ନ ଥିବା ଭକ୍ତ ମାନଙ୍କୁ କୁହାଯାଉଛି।

ଅନେକ ଭକ୍ତ ଏ ନେଇ କିଛି ଜାଣି ନ ଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି କିଛି ଅସାଧୁ ବ୍ୟକ୍ତି। କିଛି ଅସାଧୁ ସେବାୟତ ଙ୍କ ସହ ମିଶି ବାହାରେ ଅନ୍ନ, ଡ଼ାଲି , ଅନ୍ୟାନ୍ୟ ବ୍ୟଞ୍ଜନ ପ୍ରସ୍ତୁତ କରି ବିକ୍ରୀ ପାଇଁ ବ୍ୟବସ୍ଥା ହୋଇଛି। ତେବେ ଗଣମାଧ୍ୟମ ପ୍ରତିନିଧି ଘଟଣା ସ୍ଥଳ ରେ ପହଞ୍ଚିବା ପରେ ରୋଷେଇ କରୁଥିବା ବ୍ୟକ୍ତି ମାନେ ଫେରାର ହୋଇ ଯାଇଛନ୍ତି। ସେପଟେ ନକଲି ମହା ପ୍ରସାଦ ପ୍ରସ୍ତୁତି କୁ ନେଇ ଜଗନ୍ନାଥ ପ୍ରେମୀ ଦୁଃଖ ପ୍ରକାଶ କରିଛନ୍ତି । ଭକ୍ତଙ୍କ ଭାବନା, ଭକ୍ତି ସହ ଖେଳୁଥିବା ବ୍ୟକ୍ତି ଙ୍କ ବିରୋଧ ରେ କଡା ପଦକ୍ଷେପ ନେବାକୁ ଦାବୀ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା