Masthead

ଏଠି ପାଣି ବି ନକଲି

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ନକଲି ସାମଗ୍ରୀ ଉପରୁ ପରଦା ହଟୁଛି । କଟକ,ଭୁବନେଶ୍ୱର,ସମ୍ବଲପୁର ପରେ ବ୍ରହ୍ମପୁରରେବି କାୟା ବିସ୍ଥାର କରିଛି ନକଲି ସାମଗ୍ରୀ କାରଖାନା। ସସ, ମସଲା,ଗୁଟୁଖା,ସର୍ଫ,ଆଚାର ଆଦିରେ ନକଲି କାରଖାନା ଥିବା ଆପଣ ଶୁଣିଥିବେ, ହେଲେ ଆପଣ ଜାଣିଲେ ଆଶ୍ଚର୍ଯ୍ୟହେବେ ଏଠି ପାଣିବି ନକଲି ।

ବ୍ରହ୍ମପୁର ବଡ ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀବିହାର ଲେନ-୨ରେ ଥିବା ଏକ ନକଲି ପାଣି କାରଖନା ଉପରେ ପୁଲିସ ଚଢଉ କରିଛି । ୩ଟି ଭିନ୍ନ ଭିନ୍ନ ବ୍ରାଣ୍ଡର ନା ଦେଇ ତିଆରି ହେଉଥିବା ନକଲି ପାଣି ବୋତଲ ଜବତ କରିଛି। ଘଟଣାରେ ଜଣେ ଯୁବକଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା