Masthead

ପୀଠେ ଅଷ୍ଟମୀ ମଣ୍ଡପେ ସପ୍ତମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧରାପୃଷ୍ଠରେ ମଆ । ଚଳଚଞ୍ଚଳ ପୁରରୁ ପଲ୍ଲୀ । ଶକ୍ତିପୀଠରେ ଆଜି ଅଷ୍ଟମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ସପ୍ତମୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ ମାଆଙ୍କୁ ମଣ୍ଡପକୁ ଆବାହନ କରିଛନ୍ତି । ଆଜି ମାଆଙ୍କ ଚକ୍ଷୁ ଦାନ ପରେ ଆରମ୍ଭ ହେବ ପୂଜା ।

ସପ୍ତମୀରେ ନଦୀରୁ ପବିତ୍ର ଜଳ ଆଣି ମଣ୍ଡପରେ ମାଆଙ୍କୁ ଚକ୍ଷୁଦାନ କରାଯିବା ସହ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯିବ । ତେବେ ପୂଜା ପାଇଁ ଚମକୁଛି ରାଜଧାନୀ ଭୁବନେଶ୍ୱର ଓ କଟକ । ବଡ଼ ବଡ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଭୁବନେଶ୍ୱର ଓ କଟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା