Masthead

ପୀଠେ ଅଷ୍ଟମୀ ମଣ୍ଡପେ ସପ୍ତମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧରାପୃଷ୍ଠରେ ମଆ । ଚଳଚଞ୍ଚଳ ପୁରରୁ ପଲ୍ଲୀ । ଶକ୍ତିପୀଠରେ ଆଜି ଅଷ୍ଟମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ସପ୍ତମୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ ମାଆଙ୍କୁ ମଣ୍ଡପକୁ ଆବାହନ କରିଛନ୍ତି । ଆଜି ମାଆଙ୍କ ଚକ୍ଷୁ ଦାନ ପରେ ଆରମ୍ଭ ହେବ ପୂଜା ।

ସପ୍ତମୀରେ ନଦୀରୁ ପବିତ୍ର ଜଳ ଆଣି ମଣ୍ଡପରେ ମାଆଙ୍କୁ ଚକ୍ଷୁଦାନ କରାଯିବା ସହ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯିବ । ତେବେ ପୂଜା ପାଇଁ ଚମକୁଛି ରାଜଧାନୀ ଭୁବନେଶ୍ୱର ଓ କଟକ । ବଡ଼ ବଡ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଭୁବନେଶ୍ୱର ଓ କଟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା