Masthead

ପୀଠେ ନବମୀ, ମଣ୍ଡପେ ମହାଷ୍ଟମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପୀଠେ ନବମୀ । ହେଲେ ମଣ୍ଡପରେ ମହାଷ୍ଟମୀ । ମାଆଙ୍କ ଆବାହନରେ କମ୍ପୁଛି ପୂଜାମଣ୍ଡପ । କଟକ, ଭୁବନେଶ୍ୱର, ପୁରୀ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର, ଜୟପୁର ସମେତ ରାଜ୍ୟର ସବୁ ସହରରେ ପୂଜା ମଣ୍ଡପ ଗୁଡିକରେ ମା’ଙ୍କୁ ଆବାହନ କରାଯାଉଛି । ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ମା’ ଜଗତଜନନୀ । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ ।

ସବୁଠି ପୂଜାର ଉତ୍ସାହ । ସେପଟେ ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱରର ପୂଜା ମଣ୍ଡପ । ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୁରା ପରିବେଶ । ମାଆଙ୍କ ଆରାଧନା ଓ ଆଶୀର୍ବାଦ ନେବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା