Masthead

ଆଜି ଦିନରେ ମହିଷାସୁରକୁ ବଦ୍ଧ କରିଥିଲେ ଦୁର୍ଗତିନାଶିନୀ ମା ଦୁର୍ଗା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଗାଁ ଠୁ ସହର । ଆଜି ପୀଠେ ଦଶହରା ଏବଂ ମଣ୍ଡପରେ ମହା ଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ମାଆଙ୍କ ମହାନବମୀ ପୂଜା। ଗତକାଲି ସନ୍ଧିପୂଜା ପରେ ଆଜି ମହମନବମୀରେ ରୀତିନୀତି ଓ ବିଧି ଅନୁସାଂରେ ମାଆଙ୍କ ପୂଜାର୍ଚ୍ଚନା କରାଯାଉଛି। ୯ ଦିନ ବ୍ୟାପୀ ପାଳିତ ହେଉଥିବା ନବରାତ୍ରୀର ଆଜି ଶେଷ ଦିନ। ଆଜି ହିଁ ମହିଷାମର୍ଦ୍ଦିନୀ ଦୁର୍ଗା ଦୁର୍ଗତିନାଶିନୀ ମହିଷାସୁରକୁ ବଦ୍ଧ କରିଥିଲେ। ନବମୀ ତିଥିରେ ବିଭିନ୍ନ ସ୍ଥାନରେ ପାରମ୍ପରିକ ସିନ୍ଦୁର ଖେଳ, କନ୍ୟା ପୂଜନ ଏବଂ ଅନ୍ୟାନ୍ୟ ବିଧିବିଧାନ ପାଳନ କରାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ