Masthead

ଆଜି ଦିନରେ ମହିଷାସୁରକୁ ବଦ୍ଧ କରିଥିଲେ ଦୁର୍ଗତିନାଶିନୀ ମା ଦୁର୍ଗା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଗାଁ ଠୁ ସହର । ଆଜି ପୀଠେ ଦଶହରା ଏବଂ ମଣ୍ଡପରେ ମହା ଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ମାଆଙ୍କ ମହାନବମୀ ପୂଜା। ଗତକାଲି ସନ୍ଧିପୂଜା ପରେ ଆଜି ମହମନବମୀରେ ରୀତିନୀତି ଓ ବିଧି ଅନୁସାଂରେ ମାଆଙ୍କ ପୂଜାର୍ଚ୍ଚନା କରାଯାଉଛି। ୯ ଦିନ ବ୍ୟାପୀ ପାଳିତ ହେଉଥିବା ନବରାତ୍ରୀର ଆଜି ଶେଷ ଦିନ। ଆଜି ହିଁ ମହିଷାମର୍ଦ୍ଦିନୀ ଦୁର୍ଗା ଦୁର୍ଗତିନାଶିନୀ ମହିଷାସୁରକୁ ବଦ୍ଧ କରିଥିଲେ। ନବମୀ ତିଥିରେ ବିଭିନ୍ନ ସ୍ଥାନରେ ପାରମ୍ପରିକ ସିନ୍ଦୁର ଖେଳ, କନ୍ୟା ପୂଜନ ଏବଂ ଅନ୍ୟାନ୍ୟ ବିଧିବିଧାନ ପାଳନ କରାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ