Masthead

ବାଗଡିହିରେ କନକ ଦୁର୍ଗା ମନ୍ଦିର ଭୂମି ପୂଜା

ଲଇକେରା, (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ବାଗଡିହି ଗ୍ରାମରେ କନକ ଦୁର୍ଗା ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା କରାଯାଇଛି। ବାଗଡିହିର ସର୍ବପୁରାତନ ଦୁର୍ଗାପୂଜା ମଣ୍ଡପଠାରେ ଗ୍ରାମର ବିଜୟ ଅଗ୍ରୱାଲଙ୍କ ଉଦ୍ୟମକ୍ରମେ ନିର୍ମାଣ ହେବାକୁ ଥିବା ଏହି ମନ୍ଦିର ଭୂମିପୂଜାରେ କିର୍ତ୍ତୀଚନ୍ଦ୍ର ପଣ୍ଡା ପୂଜା କାର୍ୟ୍ୟ ସମ୍ପାଦନ କରିଥିଲେ। ସୁରେଶ୍ଵର ମିଶ୍ର, ଦୟାନନ୍ଦ ପଣ୍ଡା ଓ ବିଜୟ ଦାସ ସହଯୋଗ କରିଥିଲେ। ଭୂମିପୂଜାରେ ଦିଲୀପ ମିଶ୍ର କର୍ତ୍ତା ଦାୟିତ୍ଵ ତୁଲାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ତେଜରାଜ ସାହୁ, ଅଜୟ ଶର୍ମା, ଗୋପାଳ ପଣ୍ଡା, ସୋନୁ ଶର୍ମା, ରବି ସାହୁ, ଅଶୋକ ଶର୍ମା, ପ୍ରେମଚାନ୍ଦ ବାଧାନ, ବିଜୟ ସାହୁ, ସଞ୍ଜୟ ଅଗ୍ରୱାଲ, ଚୂଡ଼ାମଣି ସାହୁଙ୍କ ସମେତ ଗ୍ରାମର ବହୁ ବ୍ୟକ୍ତି ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି