Masthead

ଆଜି ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ୱର ଟୁଡୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ୱର ଟୁଡୁ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ନୂଆ କରି ମନ୍ତ୍ରୀ ପଦ ପାଇଥିବା ବିଶ୍ବେଶ୍ୱର ଟୁଡୁ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସିବେ। ସୋମବାରଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ।

କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର ପହଞ୍ଚିବା ପରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରି ସିଧାସଳଖ ପୁରୀ ଯିବେ । ଏହା ପରେ ପୁଣି ଭୁବନେଶ୍ୱର ଫେରି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ। ୭ ତାରିଖ‌ରେ ବାରିପଦା ଯିବେ। ୮ରୁ ୧୧ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି