ପଦଯାତ୍ରାବେଳେ ଗୋଷ୍ଠୀ କନ୍ଦଳ, ପୂର୍ବତନ ବିଧାୟିକାଙ୍କୁ ଆକ୍ରମଣ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ); ଗୌତମୀ ଗ୍ରାମ ପଞ୍ଚାୟତରେ ବିଜେଡିର ପଦଯାତ୍ରାରେ ବେଳେ ଗୋଷ୍ଠୀ କନ୍ଦଳ। ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ। ଗଞ୍ଜାମରେ ଏବେ ବିଜେଡି ବିଜେଡି ମଧରେ ବିରୋଧର ଆଭାସ ।

ମଙ୍ଗଳବାର ଦିନ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଗୌତମୀ ଗ୍ରାମରେ ପଦ ଯାତ୍ରା ସମୟରେ ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କୁ ବିରୋଧ ପ୍ରଦର୍ଶନ କରୁଛନ୍ତି।ଏହି କିଛି ଭିଡିଓ ଏବେ ସୋସିଆଲ ମିଡ଼ିଆ ରେ ଭାଇରାଲ ହେବାରେ ଲାଗିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ