Masthead

ରାଷ୍ଟ୍ରପତିଙ୍କ ପରେ ଅନ୍ଧାରରେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପରେ ଏବେ ଛତିଶଗଡ଼ ରାଜ୍ୟପାଳଙ୍କ କାର୍ଯ୍ୟକ୍ରମରେ କଟିଲା ବିଜୁଳି । ଭୁବନେଶ୍ୱରରେ ଚାଲିଥିବା ଏକ କାର୍ଯ୍ୟକ୍ରମରେ ଘଟିଥିଲା ଘଟଣା । ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଚାଲିଥିବା ପୁସ୍ତକ ମେଳା ସମୟରେ ବିଦ୍ୟୁତ କଟିଯାଇଥିଲା । କେବଳ ଯେ ଗୋଟିଏ ଥର ଏମିତି ହେଲା ତାହା ନୁହେଁ ବାରମ୍ବାର ଏଭଳି ବିଦ୍ୟୁତ କଟିଥିବାଦେଖିବାକୁ ମିଳିଛି ।

ପ୍ରଦର୍ଶନୀ ପଡିଆରେ ଚାଲିଥିବା କାର୍ଯ୍ୟକ୍ରମରେ ଏଭଳି ବିଦ୍ୟୁତ କଟିବା ଛତିଶଗଡ ରାଜ୍ୟପାଳଙ୍କ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି । କାର୍ଯ୍ୟକ୍ରମ ଚାଲିଥିବା ବେଳେ ପାଖାପଖି ୪ ମିନିଟ ବିଦ୍ୟୁତ କଟିଥିଲା । ଏହା ଅବହେଳା ନା ଦୁର୍ଭାଗ୍ୟ ସାଧାରଣରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି