ନବୀନ କହିଲେ ସୌଜନ୍ୟମୂଳକ, ଜେଡିୟୁର ଟ୍ୱିଟ ନୀତୀଶ ବିରୋଧୀଙ୍କୁ ଏକଜୁଟ କରୁଛନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନୀତୀଶଙ୍କ ମଧ୍ୟରେ ସାକ୍ଷାତ ହେଲା । ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଲେ ଏହା ସୌଜନ୍ୟମୂଳକ ସାକ୍ଷାତକାର ଥିଲା । କୌଣସି ମେଣ୍ଟ କଥା ଆଲୋଚନା ହୋଇନି । ସେପଟେ କିନ୍ତୁ ନୀତୀଶଙ୍କ ଦଳ ଜେଡିୟୁ ପକ୍ଷରୁ ଅଫିସିଆଲ ଟ୍ୱିଟର ପକ୍ଷରୁ ପୋଷ୍ଟ କରି ବିରୋଧୀ ଏକତା ସର୍ମ୍ପକରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଇଶାରା ଦିଆଯାଇଛି ।

ଏହି ପୋଷ୍ଟରେ ଲେଖାଯାଇଛି ବିପକ୍ଷ ଏକତା ପାଇଁ ଅଣ୍ଟା ଭିଡ଼ିଛନ୍ତି ନୀତୀଶ କୁମାର । ଓଡ଼ିଶା ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ବିନା କୌଣସି ବ୍ୟକ୍ତିଗତ ମହତ୍ତ୍ୱାକାଂକ୍ଷାରେ ବିରୋଧୀ ଦଳଙ୍କୁ ନୀତୀଶ ଏକଜୁଟ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ