Masthead

ଦୂତୀଙ୍କୁ ମିଳିବ କ୍ରୀଡ଼ାରତ୍ନ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାଁ ସୁପାରିସ କଲେ ରାଜ୍ୟ ସରକାର। ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ‘ରାଜୀବ ଗାନ୍ଧୀ ଖେଳରତ୍ନ’ ପାଇଁ ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ନାଁ ସୁପାରିସ୍ କରିଛନ୍ତି ରାଜ୍ୟ ସରକାର । ଏହାସହ ପୁରୁଷ ହକି ଦଳର ଷ୍ଟାର୍ ଡିଫେଣ୍ଡର୍ ବୀରେନ୍ଦ୍ର ଲାକ୍ରାଙ୍କ ନାଁ ଅର୍ଜୁନ ପୁରସ୍କାର ପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଣାଳୟକୁ ସୁପାରିସ୍ କରାଯାଇଛି ।

ଏହାଛଡ଼ା ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ କୋଚ୍ କାଳୁ ଚୌଧୁରୀ ଏବଂ ଧ୍ୟାନଚାନ୍ଦ ପୁରସ୍କାର ପାଇଁ ପୂର୍ବତନ ଆଥଲେଟ୍ ଅନୁରାଧା ବିଶ୍ୱାଳଙ୍କ ନାଁ ସୁପାରିସ୍ କରିଛନ୍ତି ରାଜ୍ୟ ସରକାର । ଗତବର୍ଷ ରାଜ୍ୟ ସରକାର ଦୂତୀ ଓ ବୀରେନ୍ଦ୍ରଙ୍କ ନାଁ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍ କରିଥିଲେ । ଦୂତୀଙ୍କୁ ଗତବର୍ଷ ଅର୍ଜୁନ ପୁରସ୍କାର ମିଳିଥିଲା । ବୀରେନ୍ଦ୍ର ଦ୍ୱିତୀୟ ଥର ପାଇଁ ଅଲିମ୍ପିକ୍ସ ଟିକଟ୍ ପାଇଛନ୍ତି । ଭାରତୀୟ ହକି ଟିମ୍ ଉପଅଧିନାୟକ ନିଯୁକ୍ତ ହୋଇଛନ୍ତି ବୀରେନ୍ଦ୍ର ଲାକ୍ରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ