Masthead

ଦୂତୀଙ୍କୁ ମିଳିବ କ୍ରୀଡ଼ାରତ୍ନ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାଁ ସୁପାରିସ କଲେ ରାଜ୍ୟ ସରକାର। ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ‘ରାଜୀବ ଗାନ୍ଧୀ ଖେଳରତ୍ନ’ ପାଇଁ ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ନାଁ ସୁପାରିସ୍ କରିଛନ୍ତି ରାଜ୍ୟ ସରକାର । ଏହାସହ ପୁରୁଷ ହକି ଦଳର ଷ୍ଟାର୍ ଡିଫେଣ୍ଡର୍ ବୀରେନ୍ଦ୍ର ଲାକ୍ରାଙ୍କ ନାଁ ଅର୍ଜୁନ ପୁରସ୍କାର ପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଣାଳୟକୁ ସୁପାରିସ୍ କରାଯାଇଛି ।

ଏହାଛଡ଼ା ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ କୋଚ୍ କାଳୁ ଚୌଧୁରୀ ଏବଂ ଧ୍ୟାନଚାନ୍ଦ ପୁରସ୍କାର ପାଇଁ ପୂର୍ବତନ ଆଥଲେଟ୍ ଅନୁରାଧା ବିଶ୍ୱାଳଙ୍କ ନାଁ ସୁପାରିସ୍ କରିଛନ୍ତି ରାଜ୍ୟ ସରକାର । ଗତବର୍ଷ ରାଜ୍ୟ ସରକାର ଦୂତୀ ଓ ବୀରେନ୍ଦ୍ରଙ୍କ ନାଁ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍ କରିଥିଲେ । ଦୂତୀଙ୍କୁ ଗତବର୍ଷ ଅର୍ଜୁନ ପୁରସ୍କାର ମିଳିଥିଲା । ବୀରେନ୍ଦ୍ର ଦ୍ୱିତୀୟ ଥର ପାଇଁ ଅଲିମ୍ପିକ୍ସ ଟିକଟ୍ ପାଇଛନ୍ତି । ଭାରତୀୟ ହକି ଟିମ୍ ଉପଅଧିନାୟକ ନିଯୁକ୍ତ ହୋଇଛନ୍ତି ବୀରେନ୍ଦ୍ର ଲାକ୍ରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ