Masthead

ଇ-ଟଏଲେଟର ଭିତ୍ତିପ୍ରସ୍ତର ସ୍ଥାପନ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲାର ପ୍ରଥମ ଇ-ଟଏଲଟ ସଞ୍ଜିବନୀ ମାର୍କେଟରେ ସ୍ଥାପନ କରାଯିବା ନେଇ ଗୁରୁବାର ଭିତ୍ତପ୍ରସ୍ତର ସ୍ଥାପନ ହୋଇଛି। ୟୁନିସେଫର ପରାମର୍ଶ ତଥା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଅଭିନବ ପ୍ରୟାସ ଆରମ୍ଭ କରିଛି ପୌରପାଳିକା। ଏହି ଟଏଲେଟରେ ସେନସରଯୁକ୍ତ ଅଟୋମେଟିକ କମାଣ୍ଡ ବ୍ୟବସ୍ଥା ରହିଛି । ଟଙ୍କିକିଆ କଏନ ଦେଇ ଏହି ଟଏଲେଟକୁ ବ୍ୟବହାର କରିହେବ । ଭର୍ଚୁଆଲ ବ୍ୟବସ୍ଥାରେ ଜିଲ୍ଲାପାଳ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୌରକର୍ମଚାରୀଙ୍କ ସମେତ ୟୁନିସେଫ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏକ କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀକୁ ଏହାର ପରିଚାଳନା ଦାୟିତ୍ୱ ଦେଇ ସେମାନଙ୍କୁ ଆତ୍ମନିର୍ଭରଶୀଳ କରାଯିବା ଦିଗରେ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା