Masthead

ଦିଲ୍ଲୀରେ ପୁଣି ଭୂକମ୍ପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ପୁଣି ଥରେ ଅନୁଭୂତ ହେଲା ଭୂକମ୍ପର । ଥରିଲା ଉତ୍ତର ଦିଲ୍ଲୀ ।  ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୬ ଥିବା ଜଣାପଡ଼ିଛି। ଉତ୍ତର ଦିଲ୍ଲୀରେ ଭୂକମ୍ପର କମ୍ପନ ଅଧିକ ଅନୁଭବ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହାର କେନ୍ଦ୍ର ଉତ୍ତର ଦିଲ୍ଲୀର ଭୂମି ପୃଷ୍ଠରୁ ୧୦ କିଲୋମିଟର ତଳେ ଥିଲା। ତେବେ ଭୂକମ୍ପ ପରେ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରକାରର କ୍ଷୟକ୍ଷତି କିମ୍ବା ଆହତ ହୋଇଥିବାର ଖବର ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ