Masthead

ଦିଲ୍ଲୀରେ ପୁଣି ଭୂକମ୍ପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ପୁଣି ଥରେ ଅନୁଭୂତ ହେଲା ଭୂକମ୍ପର । ଥରିଲା ଉତ୍ତର ଦିଲ୍ଲୀ ।  ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୬ ଥିବା ଜଣାପଡ଼ିଛି। ଉତ୍ତର ଦିଲ୍ଲୀରେ ଭୂକମ୍ପର କମ୍ପନ ଅଧିକ ଅନୁଭବ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହାର କେନ୍ଦ୍ର ଉତ୍ତର ଦିଲ୍ଲୀର ଭୂମି ପୃଷ୍ଠରୁ ୧୦ କିଲୋମିଟର ତଳେ ଥିଲା। ତେବେ ଭୂକମ୍ପ ପରେ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରକାରର କ୍ଷୟକ୍ଷତି କିମ୍ବା ଆହତ ହୋଇଥିବାର ଖବର ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ