Masthead

୬.୦ ତୀବ୍ରତାର ଭୂକମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୋଲୋମନ ଦ୍ୱୀପରେ ଭୂମିକମ୍ପ । ମଙ୍ଗଳବାର ଭୋର ସମୟରେ ଏକ ଭୂକମ୍ପ ଅନୁଭୁତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(ଏନସିଏସ) ଅନୁଯାୟୀ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ମପାଯାଇଛି । ଭୂକମ୍ପ ଭାରତୀୟ ସମୟ ଅନୁସାରେ ସକାଳ ବା ଭୋର ୩ଟା ୪୯ରେ ଅନୁଭୂତ ହୋଇଥିଲା । ନୂଆଦିଲ୍ଲୀ ସ୍ଥିତ ଏନସିଏସ ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲରେ ଏହା ଲେଖାଯାଇଛି । ଏହାର କେନ୍ଦ୍ର ହୋନିୟାରାର ପଶ୍ଚିମ ଉତ୍ତର ପଶ୍ଚିମରେ ୯୫ କିଲୋମିଟର ଗଭିରତାରେ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ