Masthead

୬.୦ ତୀବ୍ରତାର ଭୂକମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୋଲୋମନ ଦ୍ୱୀପରେ ଭୂମିକମ୍ପ । ମଙ୍ଗଳବାର ଭୋର ସମୟରେ ଏକ ଭୂକମ୍ପ ଅନୁଭୁତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(ଏନସିଏସ) ଅନୁଯାୟୀ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ମପାଯାଇଛି । ଭୂକମ୍ପ ଭାରତୀୟ ସମୟ ଅନୁସାରେ ସକାଳ ବା ଭୋର ୩ଟା ୪୯ରେ ଅନୁଭୂତ ହୋଇଥିଲା । ନୂଆଦିଲ୍ଲୀ ସ୍ଥିତ ଏନସିଏସ ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲରେ ଏହା ଲେଖାଯାଇଛି । ଏହାର କେନ୍ଦ୍ର ହୋନିୟାରାର ପଶ୍ଚିମ ଉତ୍ତର ପଶ୍ଚିମରେ ୯୫ କିଲୋମିଟର ଗଭିରତାରେ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ