Masthead

ତୁର୍କୀ ପରେ ଓଡ଼ିଶାରେ ଭୂମିକମ୍ପ ଚିନ୍ତା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାକୁ ଘାରିଲାଣି ଏବେ ଭୂକମ୍ପ ଚିନ୍ତା । ତାଲଚେରବାସୀଙ୍କ ଭୟ ଏବେ ବଢିବାରେ ଲାଗିଛି । ତୁର୍କୀରେ ଭୟଙ୍କର ଭୂମିକମ୍ପ ପରେ ଓଡ଼ିଶାକୁ ଘାରିଛ ଏବେ ଏହି ଚିନ୍ତା । ଅନୁଗୁଳ ଜିଲ୍ଲାର ଏହି ଗୁରୁତ୍ୱପୂର୍ଣ୍ଣ ଅଂଶ ବା ଅର୍ଥନୈତିକ କରିଡ଼ର ପ୍ରତି କର୍ତ୍ତୃପକ୍ଷଙ୍କ ବେପରୁଆ ମନୋଭାବ ଏବେ ବିଭିନ୍ନ ମହଲରେ ଚିନ୍ତାର କାରଣ ହେଲାଣି ।

ଏହାକୁ ନେଇ ସଂସଦରେ ଉଦବେଗ ପ୍ରକାଶ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସାଂସଦ ତଥ୍ୟ ରଖିଛନ୍ତି । କହିଛନ୍ତି ଓଡ଼ିଶାରେ ସ୍ଥିତି ଆହୁରି ଗମ୍ଭୀର ରହିଛି । ତାଳଚେର କୋଇଲା ଖଣି ଅଞ୍ଚଳର ହାଣ୍ଡିଧୂଆ ଓ ଦେଉଳବେଢା ଖଣି ଭିତରେ ବାଲି ଭର୍ତ୍ତି କରାଯାଇନାହିଁ । ଫଳରେ ଏଠାରେ ମଧ୍ୟ ଭୂସ୍ଖଳନ ହେବା ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ