Masthead

ଆଫଗାନିସ୍ତାନ, ତାଜିକିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ସକାଳେ ମଣିପୁର ସହିତ ଆଫଗାନିସ୍ତାନ ଏବଂ ତାଜିକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଅନୁଯାୟୀ ମଙ୍ଗଳବାର ସକାଳେ ମଣିପୁରର ନୋନି ଜିଲ୍ଲାରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଛି। ସକାଳ ପ୍ରାୟ ୨:୪୬ ସମୟରେ ଏହି ଭୂକମ୍ପ ଘଟିଥିଲା ଏବଂ ଏହାର ଗଭୀରତା ୨୫ କିଲୋମିଟର ଥିଲା ।

ଏଥି ସହିତ ଆଫଗାନିସ୍ତାନରେ ମଧ୍ୟ ଭୂକମ୍ପ କମ୍ପନ ଅନୁଭୂତ ହୋଇଥିଲା, ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୪.୧ ଥିଲା। ତାଜିକିସ୍ତାନରେ ୪.୩ ମ୍ୟାଗ୍ନିଚ୍ୟୁଡର ମଧ୍ୟ ଭୂକମ୍ପ ହୋଇଥିଲା। ଏହି ସମ୍ପର୍କରେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ତେବେ ଏପର୍ଯ୍ୟନ୍ତ କୌଣସି ପ୍ରକାରର କ୍ଷୟକ୍ଷତିର ଖବର ଆସିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା