Masthead

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ଭୂକମ୍ପ ଝଟକା । ଆଜି ସକାଳ ୫.୪୯ରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରହିଛି । ଯାହା ‘ଦି ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍ମୋଲୋଜି’ ସୂଚନାରୁ ଜଣାପଡ଼ିଛି। କାବୁଲ୍ ନଗରୀର ପୂର୍ବକୁ ୮୫ କିଲୋମିଟର୍‌ ଦୂରବର୍ତ୍ତୀ ଅଞ୍ଚଳ ଅନ୍ତର୍ଗତ ଭୂଗର୍ଭର ୧୦ କିଲୋମିଟର୍‌ ଅଭ୍ୟନ୍ତର ଥିଲା ଏହି ଭୂମିକମ୍ପର ଉତ୍ପତ୍ତିସ୍ଥଳ। ଏହି ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ