Masthead

ଆର୍ଜେଣ୍ଟିନାରେ ଭୂକମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆର୍ଜେଣ୍ଟିନା-ଚିଲିରେ ଭୂକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୫, ୬.୩ । ବୁଧବାର ଏହି ଭୂକମ୍ପ ଅନୁଭୂତ ହୋଇଛି । ୟୁଏସ ଜିଓଲଜିକାଲ ସର୍ଭେ(ୟୁଏସଜିଏସ) ଭୂକମ୍ପ ସମ୍ପର୍କରେ ସୂଚନା ଦେଇଛି । ୟୁଏସ ଜିଓଲଜିକାଲ ସର୍ଭେ ଆର୍ଜେଣ୍ଟିନାର ସ୍ୟାନ ଆଣ୍ଟୋନିୟୋ ଡି ଲସ କୋବରେସର ଉତ୍ତର-ଉତ୍ତର ପଶ୍ଚିମରୁ ୮୪ କିଲୋମିଟର ଦୂରରେ ୬.୫ ତୀବ୍ରତାର ଭୂକମ୍ପ ସୂଚନା ଦେଇଛି । ଏବେ ପର୍ଯ୍ୟନ୍ତ ଏହି ଭୂକମ୍ପରେ କୌଣସି ପ୍ରକାର କ୍ଷୟକ୍ଷତିର ସୂଚନା ଦେଇନାହିଁ ୟୁଏସଜିଏସ । ଭୂକମ୍ପର କେନ୍ଦ୍ର ଚିଲିର ଇକ୍ୱିକରୁ ୫୧୯ କିଲୋମିଟର ଦକ୍ଷଣ ପୂର୍ବରେ ଥିଲା । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜି(ଏନସିଏସ) ଏହି ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ