Masthead

ଆସାମରେ ଭୂ-କମ୍ପ

ଆସାମ (ବଡ଼ ଖବର ବ୍ୟୁରୋ): ଆସାମର ଜୋରହାଟ ଜିଲ୍ଲାରେ ଭୂକମ୍ପ । ଭୁକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୩.୬ । ଭୂକମ୍ପ ଯୋଗୁଁ ଆଖପାଖ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଅନୁଯାୟୀ, ୩.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଜୋରହାଟକୁ ସକାଳ ୯:୦୩ ରେ ହୋଇଥିବା ଜଣାପଡ଼ିଛି । ଏହା ୫୦ କିଲୋମିଟର ଗଭୀରତାରେ ଛୁଇଁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା